Proverbs 24:2 — Compare Translations

5 translations compared side by side

Odia - 1840
"ସମାନେେ ମନ ରେ ଦୌରାତ୍ମ୍ଯ କଳ୍ପନା କରନ୍ତି। ସମାନେେ ଅନିଷ୍ଟ କରିବା ପାଇଁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନଙ୍କ ଅନ୍ତଃକରଣ ଦୌରାତ୍ମ୍ୟ କଳ୍ପନା କରେ, ପୁଣି ସେମାନଙ୍କ ଓଷ୍ଠ ଅନିଷ୍ଟ କଥା କହେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମନରେ ଦୌରାତ୍ମ୍ୟ କଳ୍ପନା କରନ୍ତି। ସେମାନେ ଅନିଷ୍ଟ କରିବା ପାଇଁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନଙ୍କ ଅନ୍ତଃକରଣ ଦୌରାତ୍ମ୍ୟ କଳ୍ପନା କରେ, ପୁଣି, ସେମାନଙ୍କ ଓଷ୍ଠ ଅନିଷ୍ଟ କଥା କହେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନଙ୍କ ଅନ୍ତଃକରଣ ଦୌରାତ୍ମ୍ୟ କଳ୍ପନା କରେ, ପୁଣି, ସେମାନଙ୍କ ଓଷ୍ଠ ଅନିଷ୍ଟ କଥା କହେ।

Recommended Reading