Proverbs 24:20 — Compare Translations

5 translations compared side by side

Odia - 1840
"ମନ୍ଦ ଲୋକମାନଙ୍କର କୌଣସି ଭବିଷ୍ଯତ୍ ନାହିଁ। ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମନ୍ଦ ଲୋକର କୌଣସି ପୁରସ୍କାର ହେବ ନାହିଁ ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦ ଲୋକମାନଙ୍କର କୌଣସି ଭବିଷ୍ୟତ ନାହିଁ ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମନ୍ଦ ଲୋକର କୌଣସି ପୁରସ୍କାର ହେବ ନାହିଁ ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ମନ୍ଦ ଲୋକର କୌଣସି ପୁରସ୍କାର ହେବ ନାହିଁ ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।