Proverbs 24:21 — Compare Translations

5 translations compared side by side

Odia - 1840
"ହେ ମାରେ ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର। ସହେି ଲୋକମାନଙ୍କ ସହିତ ଜଡିତ ହୁଅ ନାହିଁ। ଯେଉଁମାନେ ସମାନଙ୍କେର ବିପକ୍ଷ ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
— 30 — ହେ ମୋର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର। ସେହି ଲୋକମାନଙ୍କ ସହିତ ଜଡ଼ିତ ହୁଅ ନାହିଁ। ଯେଉଁମାନେ ସେମାନଙ୍କର ବିପକ୍ଷରେ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।