Proverbs 24:22 — Compare Translations

5 translations compared side by side

Odia - 1840
"କାରଣ ସମାନଙ୍କେର ହଠାତ୍ ବିପଦ ଘଟିବ। ତୁମ୍ଭେ ଜାଣ ନାହିଁ ସଦାପ୍ରଭୁ ଏବଂ ରାଜା ସମାନଙ୍କେର ଶତ୍ରୁମାନଙ୍କ ପାଇଁ କି ବିପଦ ଆଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହଠାତ୍ ସେମାନଙ୍କର ବିପଦ ଘଟିବ; ପୁଣି, ସେହି ଉଭୟର ସଂହାର କିଏ ଜାଣେ?
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନଙ୍କର ହଠାତ୍ ବିପଦ ଘଟିବ। ତୁମ୍ଭେ ଜାଣ ନାହିଁ ସଦାପ୍ରଭୁ ଏବଂ ରାଜା ସେମାନଙ୍କର ଶତ୍ରୁମାନଙ୍କ ପାଇଁ କି ବିପଦ ଆଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହଠାତ୍‍ ସେମାନଙ୍କର ବିପଦ ଘଟିବ; ପୁଣି, ସେହି ଉଭୟର ସଂହାର କିଏ ଜାଣେ?
Odia IRV 2017 (ଓଡିଆ ବାଇବେଲ)
କାରଣ ହଠାତ୍‍ ସେମାନଙ୍କର ବିପଦ ଘଟିବ; ପୁଣି, ସେହି ଉଭୟର ସଂହାର କିଏ ଜାଣେ?