Proverbs 24:23 — Compare Translations
5 translations compared side by side
Odia - 1840
"ଏହିସବୁ ମଧ୍ଯ ଜ୍ଞାନୀମାନଙ୍କର କଥା ଅଟେ;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସବୁ ମଧ୍ୟ ଜ୍ଞାନୀମାନଙ୍କ କଥା । ବିଚାରରେ ମନୁଷ୍ୟର ମୁଖାପେକ୍ଷା କରିବା ଭଲ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅଧିକ ଜ୍ଞାନର କଥା ଏହିସବୁ ମଧ୍ୟ ଜ୍ଞାନୀମାନଙ୍କର କଥା ଅଟେ; ବିଗ୍ଭର ସର୍ବଦା ଯଥାର୍ଥ ହେବା ଉଚିତ୍, ଏଥିରେ ପକ୍ଷପାତିତା ହେବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସବୁ ମଧ୍ୟ ଜ୍ଞାନୀମାନଙ୍କ କଥା। ବିଚାରରେ ମନୁଷ୍ୟର ମୁଖାପେକ୍ଷା କରିବା ଭଲ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଏସବୁ ମଧ୍ୟ ଜ୍ଞାନୀମାନଙ୍କ କଥା। ବିଚାରରେ ମନୁଷ୍ୟର ମୁଖାପେକ୍ଷା କରିବା ଭଲ ନୁହେଁ।