Proverbs 24:25 — Compare Translations
5 translations compared side by side
Odia - 1840
"ଯେଉଁମାନେ ନିଜର ଦୋଷକୁ ସାବ୍ଯସ୍ତ କରନ୍ତି, ସମାନେେ ଧନବାନ୍ ହୁଅନ୍ତି। ସମାନେେ ଭଲ ଆଶୀର୍ବାଦ ଲାଭ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁମାନେ ତାହାକୁ ଅନୁଯୋଗ କରନ୍ତି, ସେମାନଙ୍କର ଆନନ୍ଦ ହେବ; ପୁଣି, ଉତ୍ତମ ଆଶୀର୍ବାଦ ସେମାନଙ୍କ ଉପରେ ବର୍ତ୍ତେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ନିଜର ଦୋଷକୁ ସାବ୍ୟସ୍ତ କରନ୍ତି, ସେମାନେ ଧନବାନ୍ ହୁଅନ୍ତି। ସେମାନେ ଭଲ ଆଶୀର୍ବାଦ ଲାଭ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁମାନେ ତାହାକୁ ଅନୁଯୋଗ କରନ୍ତି, ସେମାନଙ୍କର ଆନନ୍ଦ ହେବ; ପୁଣି, ଉତ୍ତମ ଆଶୀର୍ବାଦ ସେମାନଙ୍କ ଉପରେ ବର୍ତ୍ତେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁମାନେ ତାହାକୁ ଅନୁଯୋଗ କରନ୍ତି, ସେମାନଙ୍କର ଆନନ୍ଦ ହେବ; ପୁଣି, ଉତ୍ତମ ଆଶୀର୍ବାଦ ସେମାନଙ୍କ ଉପରେ ବର୍ତ୍ତେ।