Proverbs 24:26 — Compare Translations

5 translations compared side by side

Odia - 1840
"ୟିଏ ଯଥାର୍ଥ ଉତ୍ତର ଦିଏ ଲୋକମାନଙ୍କୁ ଆନନ୍ଦ ଦିଏ। ଏହା ଓଠ ରେ ଚୁମ୍ବନ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଯଥାର୍ଥ ଉତ୍ତର ଦିଏ, ସେ ଓଷ୍ଠାଧର ଚୁମ୍ଵନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିଏ ଯଥାର୍ଥ ଉତ୍ତର ଦିଏ ଲୋକମାନଙ୍କୁ ଆନନ୍ଦ ଦିଏ। ଏହା ଓଠରେ ଚୁମ୍ବନ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଯଥାର୍ଥ ଉତ୍ତର ଦିଏ, ସେ ଓଷ୍ଠାଧର ଚୁମ୍ବନ କରେ।
Odia IRV 2017 (ଓଡିଆ ବାଇବେଲ)
ଯେ ଯଥାର୍ଥ ଉତ୍ତର ଦିଏ, ସେ ଓଷ୍ଠାଧର ଚୁମ୍ବନ କରେ।