Proverbs 24:27 — Compare Translations
5 translations compared side by side
Odia - 1840
"ବାହା ରେ ତୁମ୍ଭ କାର୍ୟ୍ଯର ଆଯୋଜନ କର। ଆପଣା ନିମନ୍ତେ ସହେି କ୍ଷେତ୍ର ପ୍ରସ୍ତୁତ କର। ଏହାପ ରେ ଆପଣା ଗୃହ ନିର୍ମାଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର। ଆପଣା ନିମନ୍ତେ ସେହି କ୍ଷେତ୍ର ପ୍ରସ୍ତୁତ କର। ଏହା ପରେ ଆପଣା ଗୃହ ନିର୍ମାଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର।
Odia IRV 2017 (ଓଡିଆ ବାଇବେଲ)
ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର।