Proverbs 24:28 — Compare Translations

5 translations compared side by side

Odia - 1840
"ଏକ ଯଥାର୍ଥ କାରଣ ବିନା ତୁମ୍ଭର ପ୍ରତିବେଶୀର ବିପକ୍ଷ ରେ ସାକ୍ଷୀ ହୁଅ ନାହିଁ। ମିଥ୍ଯା କୁହ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅକାରଣରେ ତୁମ୍ଭ ପ୍ରତିବାସୀ ବିପକ୍ଷରେ ସାକ୍ଷୀ ହୁଅ ନାହିଁ ଓ ତୁମ୍ଭ ଓଷ୍ଠ ଦ୍ଵାରା ପ୍ରତାରଣା କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ଯଥାର୍ଥ କାରଣ ବିନା ତୁମ୍ଭର ପ୍ରତିବାସୀର ବିପକ୍ଷରେ ସାକ୍ଷୀ ହୁଅ ନାହିଁ। ମିଥ୍ୟା କୁହ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅକାରଣରେ ତୁମ୍ଭ ପ୍ରତିବାସୀ ବିପକ୍ଷରେ ସାକ୍ଷୀ ହୁଅ ନାହିଁ ଓ ତୁମ୍ଭ ଓଷ୍ଠ ଦ୍ୱାରା ପ୍ରତାରଣା କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅକାରଣରେ ତୁମ୍ଭ ପ୍ରତିବାସୀ ବିପକ୍ଷରେ ସାକ୍ଷୀ ହୁଅ ନାହିଁ ଓ ତୁମ୍ଭ ଓଷ୍ଠ ଦ୍ୱାରା ପ୍ରତାରଣା କର ନାହିଁ।