Proverbs 24:29 — Compare Translations
5 translations compared side by side
Odia - 1840
" ସେ ମାେପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସପରେି କରିବି ଓ ତାହାର କର୍ମାନୁସା ରେ ମୁଁ ତାହାକୁ ପ୍ରତିଫଳ ଦବେି, ଏପରି କୁହ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋʼ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି,ଏରୂପ କୁହ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ସେ ମୋ’ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି, ଏପରି କୁହ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସେ ମୋʼ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି, ଏରୂପ କୁହ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେ ମୋ’ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି,ଏରୂପ କୁହ ନାହିଁ।