Proverbs 24:31 — Compare Translations

5 translations compared side by side

Odia - 1840
"ମୁଁ ଦେଖିଲି ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି। ବିଛୁଆତି ତହିଁ ଉପ ରେ ବଢ଼ିଅଛି। ତହିଁର ପଥର ପ୍ରାଚୀର ସବୁ ଭାଙ୍ଗିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରିସବୁ ଭଗ୍ନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦେଖିଲି ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି। ବିଛୁଆତି ତହିଁ ଉପରେ ବଢ଼ିଅଛି। ତହିଁର ପଥର ପ୍ରାଚୀର ସବୁ ଭାଙ୍ଗିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରୀସବୁ ଭଗ୍ନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରୀସବୁ ଭଗ୍ନ ହୋଇଅଛି।