Proverbs 24:32 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ଅନାଇଲି, ପୁଣି ମନୋୟୋଗ କଲି, ମୁଁ ଦେଖିଲି ଓ ଉପଦେଶ ପାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ଅନାଇଲି, ପୁଣି ମନୋଯୋଗ କଲି; ମୁଁ ଦେଖିଲି ଓ ଉପଦେଶ ପାଇଲି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଅନାଇଲି, ପୁଣି ମନୋଯୋଗ କଲି, ମୁଁ ଦେଖିଲି ଓ ଉପଦେଶ ପାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ଅନାଇଲି, ପୁଣି, ମନୋଯୋଗ କଲି; ମୁଁ ଦେଖିଲି ଓ ଉପଦେଶ ପାଇଲି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ଅନାଇଲି, ପୁଣି, ମନୋଯୋଗ କଲି; ମୁଁ ଦେଖିଲି ଓ ଉପଦେଶ ପାଇଲି।