Proverbs 24:34 — Compare Translations

5 translations compared side by side

Odia - 1840
"ତବେେ ଦରିଦ୍ରତା ତୁମ୍ଭ ଉପରକୁ ଖଳବ୍ଯକ୍ତି ତୁଲ୍ଯ ଏବଂ ତୁମ୍ଭର ଅଭାବ ସସଜ୍ଜ ଲୋକ ପରି ଆସିବ। ଯେଉଁଗୁଡ଼ିକୁ ତୁମ୍ଭେ ପରାସ୍ତ କରିବାକୁ ଅସମର୍ଥ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି ତୁମ୍ଭ ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଦରିଦ୍ରତା ତୁମ୍ଭ ଉପରକୁ ଖଳବ୍ୟକ୍ତି ତୁଲ୍ୟ ଏବଂ ତୁମ୍ଭର ଅଭାବ ସସଜ୍ଜ ଲୋକ ପରି ଆସିବ। ଯେଉଁଗୁଡ଼ିକୁ ତୁମ୍ଭେ ପରାସ୍ତ କରିବାକୁ ଅସମର୍ଥ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭ ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭ ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।