Proverbs 24:6 — Compare Translations

5 translations compared side by side

Odia - 1840
"ୟୁଦ୍ଧ କରିବା ପୂର୍ବରୁ ଯତ୍ନ ରେ ଯୋଜନା କରିବା ଉଚିତ୍। ଯଦି ତୁମ୍ଭେ ୟୁଦ୍ଧ ରେ ଜଯ କରିବାକୁ ଚାହଁ, ତୁମ୍ଭମାନଙ୍କର ନିଶ୍ଚିତ ଉତ୍ତମ ଉପଦେଷ୍ଟା ରହିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶ୍ୟ ତୁମ୍ଭେ ଭଲ ପରାମର୍ଶ ଘେନି ଆପଣା ଯୁଦ୍ଧ କରିବ; ଆଉ, ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧ କରିବା ପୂର୍ବରୁ ଯତ୍ନରେ ଯୋଜନା କରିବା ଉଚିତ୍। ଯଦି ତୁମ୍ଭେ ଯୁଦ୍ଧରେ ଜୟ କରିବାକୁ ଗ୍ଭହଁ, ତୁମ୍ଭମାନଙ୍କର ନିଶ୍ଚିତ ଉତ୍ତମ ଉପଦେଷ୍ଟା ରହିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶ୍ୟ ତୁମ୍ଭେ ଭଲ ପରାମର୍ଶ ଘେନି ଆପଣା ଯୁଦ୍ଧ କରିବ; ଆଉ, ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ।
Odia IRV 2017 (ଓଡିଆ ବାଇବେଲ)
ଅବଶ୍ୟ ତୁମ୍ଭେ ଭଲ ପରାମର୍ଶ ଘେନି ଆପଣା ଯୁଦ୍ଧ କରିବ; ଆଉ, ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ।