Proverbs 24:7 — Compare Translations

5 translations compared side by side

Odia - 1840
"ଅଜ୍ଞାନ ଲୋକମାନେ ଜ୍ଞାନକୁ ବୁଝିପାରନ୍ତି ନାହିଁ। ଯେତବେେଳେ ଲୋକମାନେ ଗୁରୁତ୍ବପୂର୍ଣ୍ଣ କଥାବାର୍ତ୍ତା କରନ୍ତି ବୋକାମାନେ ନୀରବ ରୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଜ୍ଞାନ ପ୍ରତି ଜ୍ଞାନ ଅତି ଉଚ୍ଚ; ସେ ନଗର-ଦ୍ଵାରରେ ଆପଣା ମୁଖ ଫିଟାଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
— 22 — ଅଜ୍ଞାନ ଲୋକମାନେ ଜ୍ଞାନକୁ ବୁଝିପାରନ୍ତି ନାହିଁ। ଯେତେବେଳେ ଲୋକମାନେ ଗୁରୁତ୍ୱପୂର୍ଣ୍ଣ କଥାବାର୍ତ୍ତା କରନ୍ତି ବୋକାମାନେ ନୀରବ ରୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଜ୍ଞାନ ପ୍ରତି ଜ୍ଞାନ ଅତି ଉଚ୍ଚ; ସେ ନଗର-ଦ୍ୱାରରେ ଆପଣା ମୁଖ ଫିଟାଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅଜ୍ଞାନ ପ୍ରତି ଜ୍ଞାନ ଅତି ଉଚ୍ଚ; ସେ ନଗର-ଦ୍ୱାରରେ ଆପଣା ମୁଖ ଫିଟାଏ ନାହିଁ।