Proverbs 24:8 — Compare Translations
5 translations compared side by side
Odia - 1840
"ଯେଉଁ ଲୋକମାନେ ମନ୍ଦକାର୍ୟ୍ଯ କରିବାକୁ ଯୋଜନା କରନ୍ତି, ଲୋକମାନେ ସମାନଙ୍କେୁ କୁସନ୍ଧାନୀ ବୋଲି କହିବେ। ଏବଂ ସମାନେେ ତୁମ୍ଭମାନଙ୍କର କଥା ଶୁଣିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ମନ୍ଦ କରିବାକୁ ଚିନ୍ତା କରେ, ଲୋକମାନେ ତାହାକୁ କୁସନ୍ଧାନୀ ବୋଲି କହିବେ ।
Odia Bible ERV 2004 (ପବିତ୍ର ବାଇବଲ)
— 23 — ଯେଉଁ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରନ୍ତି, ଲୋକମାନେ ସେମାନଙ୍କୁ କୁସନ୍ଧାନୀ ବୋଲି କହିବେ। ଏବଂ ସେମାନେ ତୁମ୍ଭମାନଙ୍କର କଥା ଶୁଣିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ମନ୍ଦ କରିବାକୁ ଚିନ୍ତା କରେ, ଲୋକମାନେ ତାହାକୁ କୁସନ୍ଧାନୀ ବୋଲି କହିବେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ମନ୍ଦ କରିବାକୁ ଚିନ୍ତା କରେ, ଲୋକମାନେ ତାହାକୁ କୁସନ୍ଧାନୀ ବୋଲି କହିବେ।