Proverbs 24:9 — Compare Translations

5 translations compared side by side

Odia - 1840
"ନିର୍ବୋଧ ଲୋକମାନେ ଯାହାସବୁ ଯୋଜନା କରନ୍ତି, ତାହା ପାପ। ଲୋକମାନେ ସହେି ଲୋକକୁ ଘୃଣା କରନ୍ତି ୟିଏ ଅନ୍ୟମାନଙ୍କଠାରୁ ନିଜକୁ ଉତ୍ତମ ବୋଲି ବିବଚେନା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଜ୍ଞାନର ସଙ୍କଳ୍ପ ପାପଯୁକ୍ତ; ପୁଣି, ନିନ୍ଦକ ମନୁଷ୍ୟମାନଙ୍କ ନିକଟରେ ଘୃଣିତ ।
Odia Bible ERV 2004 (ପବିତ୍ର ବାଇବଲ)
ନିର୍ବୋଧଲୋକମାନେ ଯାହାସବୁ ଯୋଜନା କରନ୍ତି, ତାହା ପାପ। ଲୋକମାନେ ସେହି ଲୋକକୁ ଘୃଣା କରନ୍ତି ଯିଏ ଅନ୍ୟମାନଙ୍କଠାରୁ ନିଜକୁ ଉତ୍ତମ ବୋଲି ବିବେଚନା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଜ୍ଞାନର ସଂକଳ୍ପ ପାପଯୁକ୍ତ; ପୁଣି, ନିନ୍ଦକ ମନୁଷ୍ୟମାନଙ୍କ ନିକଟରେ ଘୃଣିତ।
Odia IRV 2017 (ଓଡିଆ ବାଇବେଲ)
ଅଜ୍ଞାନର ସଂକଳ୍ପ ପାପଯୁକ୍ତ; ପୁଣି, ନିନ୍ଦକ ମନୁଷ୍ୟମାନଙ୍କ ନିକଟରେ ଘୃଣିତ।