Proverbs 25:1 — Compare Translations
5 translations compared side by side
Odia - 1840
"ଏଗୁଡ଼ିକ ହେଉଛି ଶଲୋମନଙ୍କ ରଚିତ ହିତାପଦେେଶ। ଏହି ହିତାପଦେେଶ ଗୁଡ଼ିକ ୟିହୂଦାର ରାଜା ହିଷ୍କୀଯର ଲୋକମାନେ ଲେଖି ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିମ୍ନଲିଖିତ ହିତୋପଦେଶସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଷକୀୟର ଲୋକମାନେ ତାହା ଉତ୍ତାରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କ ହିତୋପଦେଶ ଏଗୁଡ଼ିକ ହେଉଛି ଶଲୋମନଙ୍କ ରଚିତ ହିତୋପଦେଶ। ଏହି ହିତୋପଦେଶ ଗୁଡ଼ିକ ଯିହୁଦାର ରାଜା ହିଷ୍କୀୟର ଲୋକମାନେ ଲେଖି ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିମ୍ନଲିଖିତ ହିତୋପଦେଶ ସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଜକୀୟର ଅଧିକାରୀମାନେ ତାହା ଉତ୍ତାରି ଥିଲେ।
Odia IRV 2017 (ଓଡିଆ ବାଇବେଲ)
ନିମ୍ନଲିଖିତ ହିତୋପଦେଶ ସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଜକୀୟର ଅଧିକାରୀମାନେ ତାହା ଉତ୍ତାରିଥିଲେ।