Proverbs 25:11 — Compare Translations

5 translations compared side by side

Odia - 1840
"ଯଥା ସମୟରେ ଉଚିତ୍ କଥା କହିବା ଠିକ୍। ଏକ ସୁବର୍ଣ୍ଣର ସହେି ରୂପାର ରଚାଇ ରଖିବା ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଥୋଚିତମତେ କଥିତ ବାକ୍ୟ ରୂପା-ପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଯଥା ସମୟରେ ଉଚିତ୍ କଥା କହିବା ଠିକ୍। ଏକ ସୁବର୍ଣ୍ଣର ସେହି ରୂପାର ରଗ୍ଭଇ ରଖିବା ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଥୋଚିତମତେ କଥିତ ବାକ୍ୟ ରୂପାପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯଥୋଚିତମତେ କଥିତ ବାକ୍ୟ ରୂପା-ପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ।