Proverbs 25:12 — Compare Translations

5 translations compared side by side

Odia - 1840
"ଯଦି ଜଣେ ଜ୍ଞାନୀ ଲୋକର ଗାଳି ପରି ଧ୍ଯାନ ଦିଅ, ଏହା ଖାଣ୍ଟି ସୁବର୍ଣ୍ଣର ମୁଦିଠାରୁ କିମ୍ବା ସବୁଠୁ ଖାଣ୍ଟି ସୁବର୍ଣ୍ଣର ଅନ୍ଯାନ୍ଯ ଅଳଙ୍କାରଠାରୁ ମୂଲ୍ଯବାନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁବର୍ଣ୍ଣ କର୍ଣ୍ଣକୁଣ୍ତଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ଜ୍ଞାନୀ ଲୋକର ଗାଳି ପରି ଧ୍ୟାନ ଦିଅ, ଏହା ଖାଣ୍ଟି ସୁବର୍ଣ୍ଣର ମୁଦିଠାରୁ କିମ୍ବା ସବୁଠୁ ଖାଣ୍ଟି ସୁବର୍ଣ୍ଣର ଅନ୍ୟାନ୍ୟ ଅଳଙ୍କାରଠାରୁ ମୂଲ୍ୟବାନ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।
Odia IRV 2017 (ଓଡିଆ ବାଇବେଲ)
ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।