Proverbs 25:13 — Compare Translations
5 translations compared side by side
Odia - 1840
"ଫସଲ ସମୟରେ ହିମର ଶୀଥିଳତା ଯେପରି, ପ୍ ରରକଗେଣ ପ୍ରତି ବିଶ୍ବସ୍ତ ଦୂତ ସପରେି। କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣ ରେ ଆଶ୍ବାସ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ଵସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ଵାସ ଦିଏ ।
Odia Bible ERV 2004 (ପବିତ୍ର ବାଇବଲ)
ଫସଲ ସମୟରେ ହିମର ଶୀଥିଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି। କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।
Odia IRV 2017 (ଓଡିଆ ବାଇବେଲ)
ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।