Proverbs 25:14 — Compare Translations

5 translations compared side by side

Odia - 1840
"ବୃଷ୍ଟିହୀନ ମେଘ ଓ ବାଯୁ ଯେପରି ଅଟେ, ଦାନ ଦବୋ ପାଇଁ ପ୍ରତିଜ୍ଞା କରିବା ଏବଂ ନ ଦବୋ ହେଉଛି ଠିକ୍ ସହେିପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି ।
Odia Bible ERV 2004 (ପବିତ୍ର ବାଇବଲ)
ବୃଷ୍ଟିହୀନ ମେଘ ଓ ବାୟୁ ଯେପରି ଅଟେ, ଦାନ ଦେବା ପାଇଁ ପ୍ରତିଜ୍ଞା କରିବା ଏବଂ ନ ଦେବା ହେଉଛି ଠିକ୍ ସେହିପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି।
Odia IRV 2017 (ଓଡିଆ ବାଇବେଲ)
ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି।