Proverbs 25:15 — Compare Translations

5 translations compared side by side

Odia - 1840
"ର୍ଧୈୟ୍ଯ କଥାବାର୍ତ୍ତା ମାଧ୍ଯମ ରେ ଜଣେ ଶାସକ ଶାନ୍ତି ଦବେ। ଭଦ୍ର କଥାବାର୍ତ୍ତା ଅଧିକ ଭାବରେ ଶକ୍ତିଶାଳୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୀର୍ଘସହିଷ୍ଣୁତା ଦ୍ଵାରା ଶାସନକର୍ତ୍ତା ମଣାଯାଏ, ପୁଣି କୋମଳ ଜିହ୍ଵା ଅସ୍ଥି ଭଗ୍ନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଧୈର୍ଯ୍ୟ କଥାବାର୍ତ୍ତା ମାଧ୍ୟମରେ ଜଣେ ଶାସକ ଶାନ୍ତି ଦେବ। ଭଦ୍ର କଥାବାର୍ତ୍ତା ଅଧିକ ଭାବରେ ଶକ୍ତିଶାଳୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ।
Odia IRV 2017 (ଓଡିଆ ବାଇବେଲ)
ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ।