Proverbs 25:16 — Compare Translations

5 translations compared side by side

Odia - 1840
"ମଧୁ ନିଶ୍ଚିତ ଉତ୍ତମ। ମାତ୍ର ତୁମ୍ଭର ଆବଶ୍ଯକତାଠାରୁ ଅଧିକ ନିଅ ନାହିଁ। ଯଦି ତୁମ୍ଭେ ଅଧିକ ଖାଇବ, ତବେେ ତୁମ୍ଭେ ଅସୁସ୍ଥ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ମଧୁ ନିଶ୍ଚିତ ଉତ୍ତମ। ମାତ୍ର ତୁମ୍ଭର ଆବଶ୍ୟକତାଠାରୁ ଅଧିକ ନିଅ ନାହିଁ। ଯଦି ତୁମ୍ଭେ ଅଧିକ ଖାଇବ, ତେବେ ତୁମ୍ଭେ ଅସୁସ୍ଥ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍‍ଗାର କରି ପକାଇବ।