Proverbs 25:17 — Compare Translations

5 translations compared side by side

Odia - 1840
"ଠିକ୍ ସହେିପରି, ତୁମ୍ଭର ପ୍ରତିବେଶୀ ଗୃହକୁ ଅଧିକ ୟାଅ ନାହିଁ। ଯଦି ତୁମ୍ଭେ ଏପରି କର ତବେେ ସେ ତୁମ୍ଭକୁ ଘୃଣା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ଵଚିତ୍ ପଡ଼ୁ । ନୋହିଲେ ତୁମ୍ଭ ବିଷୟରେ କ୍ଳା; ହୋଇ ସେ ତୁମ୍ଭକୁ ଘୃଣା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ସେହିପରି, ତୁମ୍ଭର ପ୍ରତିବାସୀ ଗୃହକୁ ଅଧିକ ଯାଅ ନାହିଁ। ଯଦି ତୁମ୍ଭେ ଏପରି କର ତେବେ ସେ ତୁମ୍ଭକୁ ଘୃଣା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ, ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ, ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ।