Proverbs 25:18 — Compare Translations

5 translations compared side by side

Odia - 1840
"ଜଣେ ୟିଏ ତା'ର ପଡ଼ୋଶୀ ବିପକ୍ଷ ରେ ମିଥ୍ଯା ସାକ୍ଷ୍ଯ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ବାଣ ସ୍ବରୂପ ଭୟଙ୍କର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟାସାକ୍ଷ୍ୟଦିଏ, ସେ ଗଦା ଓ ଖଡ଼୍‍ଗ ଓ ତୀକ୍ଷ୍ଣ ତୀର ସ୍ଵରୂପ;
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଯିଏ ତା’ର ପଡ଼ୋଶୀ ବିପକ୍ଷରେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ‌‌ଖ‌ଡ଼୍‌ଗ ଓ ତୀ‌‌‌କ୍ଷ୍‌‌‌ଣ ବାଣ ସ୍ୱରୂପ ଭୟଙ୍କର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ତୀର ସ୍ୱରୂପ;
Odia IRV 2017 (ଓଡିଆ ବାଇବେଲ)
ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ତୀର ସ୍ୱରୂପ;