Proverbs 25:19 — Compare Translations

5 translations compared side by side

Odia - 1840
"ଦୁର୍ଦ୍ଦଶା ସମୟରେ ବିଶ୍ବାସଘାତକ ଲୋକଠା ରେ ପ୍ରତ୍ଯଯେ, ଭଗ୍ନଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁର୍ଦ୍ଦଶା ସମୟରେ ବିଶ୍ଵାସଘାତକ ଲୋକଠାରେ ବିଶ୍ଵାସ, ଭଗ୍ନ ଦ; ଓ ଖଞ୍ଜଖସା ଚରଣ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁର୍ଦ୍ଦଶା ସମୟରେ ବିଶ୍ୱାସଘାତକ ଲୋକଠାରେ ପ୍ରତ୍ୟୟ, ଭଗ୍ନଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁର୍ଦ୍ଦଶା ସମୟରେ ବିଶ୍ୱାସଘାତକ ଲୋକଠାରେ ବିଶ୍ୱାସ, ଭଗ୍ନ ଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ଦୁର୍ଦ୍ଦଶା ସମୟରେ ବିଶ୍ୱାସଘାତକ ଲୋକଠାରେ ବିଶ୍ୱାସ, ଭଗ୍ନ ଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ୟ।