Proverbs 25:2 — Compare Translations
5 translations compared side by side
Odia - 1840
"ବିଷଯ ଗୋପନ କରିବା ପରମେଶ୍ବରଙ୍କ ଗୌରବ। ଏହି ବିଷଯ ଅନୁସନ୍ଧାନ କରିବା ରାଜାଙ୍କର ଗୌରବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଷୟ ଗୋପନ କରିବା ପରମେଶ୍ଵରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ ।
Odia Bible ERV 2004 (ପବିତ୍ର ବାଇବଲ)
ବିଷୟ ଗୋପନ କରିବା ପରମେଶ୍ୱରଙ୍କ ଗୌରବ। ଏହି ବିଷୟ ଅନୁସନ୍ଧାନ କରିବା ରାଜାଙ୍କର ଗୌରବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଷୟ ଗୋପନ କରିବା ପରମେଶ୍ୱରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ।
Odia IRV 2017 (ଓଡିଆ ବାଇବେଲ)
ବିଷୟ ଗୋପନ କରିବା ପରମେଶ୍ୱରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ।