Proverbs 25:20 — Compare Translations
5 translations compared side by side
Odia - 1840
"ଦୁଃଖିପୂର୍ଣ୍ଣ ଲୋକ ନିକଟରେ ଖୁସି ଗୀତ ଗାଇବା ଶୀତକାଳ ରେ ବସ୍ତ୍ର କାଢ଼ିନବୋ ଓ ସୋଢା ଉପ ରେ ଅମ୍ଳରସ ମିଶାଇବା ପରି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୀତକାଳରେ ବସ୍ତ୍ର କାଢ଼ି ନେବା ଓ ସୋରା ଉପରେ ଅମ୍ଳରସ ମିଶାଇବା ଲୋକ ଯେପରି, ଦୁଃଖିତମନା ନିକଟରେ ଗୀତ ଗାଇବା ଲୋକ ସେପରି ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଃଖପୂର୍ଣ୍ଣ ଲୋକ ନିକଟରେ ଖୁସୀ ଗୀତ ଗାଇବା ଶୀତକାଳରେ ବସ୍ତ୍ର କାଢ଼ିନେବା ଓ ସୋଢ଼ା ଉପରେ ଅମ୍ଳରସ ମିଶାଇବା ପରି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୀତକାଳରେ ବସ୍ତ୍ର କାଢ଼ି ନେବା ଓ ଘା ଉପରେ ଅମ୍ଳରସ ମିଶାଇବା ଲୋକ ଯେପରି, ଦୁଃଖିତମନା ନିକଟରେ ଗୀତ ଗାଇବା ଲୋକ ସେପରି।
Odia IRV 2017 (ଓଡିଆ ବାଇବେଲ)
ଶୀତକାଳରେ ବସ୍ତ୍ର କାଢ଼ି ନେବା ଓ ଘା ଉପରେ ଅମ୍ଳରସ ମିଶାଇବା ଲୋକ ଯେପରି, ଦୁଃଖିତମନା ନିକଟରେ ଗୀତ ଗାଇବା ଲୋକ ସେପରି।