Proverbs 25:21 — Compare Translations

5 translations compared side by side

Odia - 1840
"ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ। ସେ ଯବେେ ତୃଷିତ ହୁଏ, ତାହାକୁ ଜଳପାନ କରାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ; ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ। ସେ ଯେବେ ତୃଷିତ ହୁଏ, ତାହାକୁ ଜଳପାନ କରାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ; ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ; ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ;