Proverbs 25:22 — Compare Translations
5 translations compared side by side
Odia - 1840
"ତହିଁରେ ତୁମ୍ଭେ ତାହହାର ମସ୍ତକରେ ଜ୍ବଳନ୍ତ ଅଙ୍ଗାର ରାଶି କରି ଥୋଇବ। ପୁଣି ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ଵଳ; ଅଙ୍ଗାର ରାଶି କରି ଥୋଇବ, ପୁଣି ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ତୁମ୍ଭେ ତାହହାର ମସ୍ତକରେ ଜ୍ୱଳନ୍ତ ଅଙ୍ଗାର ରାଶି କରି ଥୋଇବ। ପୁଣି ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ୱଳ ଅଙ୍ଗାର ରାଶି କରି ଥୋଇବ, ପୁଣି, ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ୱଳ ଅଙ୍ଗାର ରାଶି କରି ଥୋଇବ, ପୁଣି, ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ।