Proverbs 25:23 — Compare Translations
5 translations compared side by side
Odia - 1840
"ଯେପରି ଉତ୍ତରୀଯ ବାଯୁ ବୃଷ୍ଟିର ଉତ୍ପାଦକ, ସହେିପରି ଖଚୁଆର ଜିହ୍ବା କୋରଧ ଦୃଷ୍ଟିର ଉତ୍ପାଦକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେପରି ଖଚୁଆର ଜିହ୍ଵା କ୍ରୋଧଦୃଷ୍ଟିର ଉତ୍ପାଦକ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେହିପରି ଖଚୁଆର ଜିହ୍ୱା କ୍ରୋଧ ଦୃଷ୍ଟିର ଉତ୍ପାଦକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେପରି ଖଚୁଆର ଜିହ୍ୱା କ୍ରୋଧଦୃଷ୍ଟିର ଉତ୍ପାଦକ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେପରି ଖଚୁଆର ଜିହ୍ୱା କ୍ରୋଧଦୃଷ୍ଟିର ଉତ୍ପାଦକ।