Proverbs 25:26 — Compare Translations

5 translations compared side by side

Odia - 1840
"ଗୋଳିଆ ଜଳାଶଯ ଓ ମଳିନ ନିର୍ଝର ଯେପରି ଅଟେ, ଦୁଷ୍ଟ ଆଗ ରେ ବିଚଳିତ ଧାର୍ମିକ ଠିକ୍ ସହେିପରି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେରୂପ, ଦୁଷ୍ଟ ଲୋକ ଆଗରେ ବିଚଳିତ ଧାର୍ମିକ ସେରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେପରି ଅଟେ, ଦୁଷ୍ଟ ଆଗରେ ବିଚଳିତ ଧାର୍ମିକ ଠିକ୍ ସେହିପରି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେରୂପ, ଦୁଷ୍ଟ ଲୋକ ଆଗରେ ବିଚଳିତ ଧାର୍ମିକ ସେରୂପ।
Odia IRV 2017 (ଓଡିଆ ବାଇବେଲ)
ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେରୂପ, ଦୁଷ୍ଟ ଲୋକ ଆଗରେ ବିଚଳିତ ଧାର୍ମିକ ସେରୂପ।