Proverbs 25:28 — Compare Translations

5 translations compared side by side

Odia - 1840
"ଜଣେ ୟିଏ ନିଜକୁ ଆଯତ୍ତ କରିବାକୁ ଅସମର୍ଥ, ସେ ବିନା ପ୍ରାଚୀରର ନଗର ତୁଲ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାର ଆତ୍ମା ଅଟକ ମାନେ ନାହିଁ, ସେ ଭଗ୍ନ ଓ ପ୍ରାଚୀରହୀନ ନଗର ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଯିଏ ନିଜକୁ ଆୟତ୍ତ କରିବାକୁ ଅସମର୍ଥ, ସେ ବିନା ପ୍ରାଚୀରର ନଗର ତୁଲ୍ୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାର ଆତ୍ମା ଅଟକ ମାନେ ନାହିଁ, ସେ ଭଗ୍ନ ଓ ପ୍ରାଚୀରହୀନ ନଗର ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯାହାର ଆତ୍ମା ଅଟକ ମାନେ ନାହିଁ, ସେ ଭଗ୍ନ ଓ ପ୍ରାଚୀରହୀନ ନଗର ତୁଲ୍ୟ।