Proverbs 25:3 — Compare Translations

5 translations compared side by side

Odia - 1840
"ଆକାଶର ଉଚ୍ଚତା ପୃଥିବୀର ଗଭୀରତା ପରି ରାଜାଙ୍କର ମନ ରେ କ'ଣ ଅଛି, ଆମ୍ଭେ ତାହା ବୁଝିପାରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଚ୍ଚତା ହେତୁ ସ୍ଵର୍ଗ ଓ ଗଭୀରତା ହେତୁ ପୃଥିବୀ, ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଆକାଶର ଉଚ୍ଚତା ପୃଥିବୀର ଗଭୀରତା ପରି ରାଜାଙ୍କର ମନରେ କ’ଣ ଅଛି, ଆମ୍ଭେ ତାହା ବୁଝିପାରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଚ୍ଚତା ହେତୁ ସ୍ୱର୍ଗ ଓ ଗଭୀରତା ହେତୁ ପୃଥିବୀ, ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ।
Odia IRV 2017 (ଓଡିଆ ବାଇବେଲ)
ଉଚ୍ଚତା ହେତୁ ସ୍ୱର୍ଗ ଓ ଗଭୀରତା ହେତୁ ପୃଥିବୀ, ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ।