Proverbs 25:5 — Compare Translations

5 translations compared side by side

Odia - 1840
"ରାଜାର ଉପସ୍ଥିତିରୁ ଦୁଷ୍ଟ ଉପଦେଷ୍ଟାମାନଙ୍କୁ ହଟାଇ ଦିଅ, ତା ହେଲେ ତାଙ୍କର ସିଂହାସନ ଧାର୍ମିକତା ରେ ସ୍ଥାପିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାର ଉପସ୍ଥିତିରୁ ଦୁଷ୍ଟ ଉପଦେଷ୍ଟାମାନଙ୍କୁ ହଟାଇ ଦିଅ, ତାହାହେଲେ ତାଙ୍କର ସିଂହାସନ ଧାର୍ମିକତାରେ ସ୍ଥାପିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ।
Odia IRV 2017 (ଓଡିଆ ବାଇବେଲ)
ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ।