Proverbs 25:7 — Compare Translations
5 translations compared side by side
Odia - 1840
"ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି। ତାହା ଛାମୁ ରେ ତୁମ୍ଭର ନୀଚୀକୃତ ହବୋ ଅପେକ୍ଷା ବରଂ ଏଠାକୁ ଆସ ବୋଲି କହିବା ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ ଏଠାକୁ ଆସ ବୋଲି ତୁମ୍ଭକୁ କୁହାଯିବା ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି। ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ ଏଠାକୁ ଆସ ବୋଲି କହିବା ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ “ଏଠାକୁ ଆସ” ବୋଲି ତୁମ୍ଭକୁ କୁହାଯିବା ଭଲ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ ଏଠାକୁ ଆସ ବୋଲି ତୁମ୍ଭକୁ କୁହାଯିବା ଭଲ।