Proverbs 25:8 — Compare Translations
5 translations compared side by side
Odia - 1840
"ବିବାଦ କରିବାକୁ ହଠାତ୍ ବାହାରକୁ ୟାଅ ନାହିଁ। ଯଦି କହେି ତୁମ୍ଭକୁ ଭୁଲ୍ ବୋଲି ପ୍ରମାଣିତ କରେ, ତବେେ ତୁମ୍ଭେ ଲଜ୍ଜିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ। ଯଦି କେହି ତୁମ୍ଭକୁ ଭୁଲ୍ ବୋଲି ପ୍ରମାଣିତ କରେ, ତେବେ ତୁମ୍ଭେ ଲଜ୍ଜିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ?
Odia IRV 2017 (ଓଡିଆ ବାଇବେଲ)
ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ?