Proverbs 25:9 — Compare Translations

5 translations compared side by side

Odia - 1840
"ଯଦି ପ୍ରତିବେଶୀ ସହିତ ବିବାଦ ଅଛି, ତୁମ୍ଭେ ତୁମ୍ଭର ମକଦ୍ଦମା ପାଇଁ ତର୍କ କର, କିନ୍ତୁ ଅନ୍ୟର ଗୋପନୀଯତାକୁ ପ୍ରକଟ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି ପରର ଗୋପନୀୟ କଥା ପ୍ରକାଶ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ପ୍ରତିବାସୀ ସହିତ ବିବାଦ ଅଛି, ତୁମ୍ଭେ ତୁମ୍ଭର ମକଦ୍ଦମା ପାଇଁ ତର୍କ କର, କିନ୍ତୁ ଅନ୍ୟର ଗୋପନୀୟତାକୁ ପ୍ରକଟ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ।