Proverbs 26:1 — Compare Translations
5 translations compared side by side
Odia - 1840
"ଗ୍ରୀଷ୍ମକାଳ ରେ ହିମ ଓ ଫସଲ ସମୟରେ ବୃଷ୍ଟି ସହେିପରି ମୂର୍ଖକୁ ସମ୍ମାନ ଅନୁପୟୁକ୍ତ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଗ୍ରୀଷ୍ମକାଳରେ ହିମ ଓ ଫସଲ ସମୟରେ ବୃଷ୍ଟି, ସେପରି ମୂର୍ଖକୁ ସମ୍ମାନ ଅନୁପଯୁକ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖମାନଙ୍କ ସମ୍ବନ୍ଧରେ ହିତୋପଦେଶ ଗ୍ରୀଷ୍ମକାଳରେ ହିମ ଓ ଫସଲ ସମୟରେ ବୃଷ୍ଟି, ସେହିପରି ମୂର୍ଖକୁ ସମ୍ମାନ ଅନୁପଯୁକ୍ତ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଗ୍ରୀଷ୍ମକାଳରେ ହିମ ଓ ଫସଲ ସମୟରେ ବୃଷ୍ଟି, ସେପରି ମୂର୍ଖକୁ ସମ୍ମାନ ଅନୁପଯୁକ୍ତ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଗ୍ରୀଷ୍ମକାଳରେ ହିମ ଓ ଫସଲ ସମୟରେ ବୃଷ୍ଟି, ସେପରି ମୂର୍ଖକୁ ସମ୍ମାନ ଅନୁପଯୁକ୍ତ।