Proverbs 26:10 — Compare Translations

5 translations compared side by side

Odia - 1840
"ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସପରେି ସହେି ଲୋକ ଯେ ମୂର୍ଖ ପଥିକକୁ ବତନେ ଦିଏ ଓ ଯେ ମଦୁଆକୁ ବତନେ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ ।
Odia Bible ERV 2004 (ପବିତ୍ର ବାଇବଲ)
ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ ଯେ ମୂର୍ଖ ପଥିକକୁ ବେତନ ଦିଏ ଓ ଯେ ମଦୁଆକୁ ବେତନ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ।
Odia IRV 2017 (ଓଡିଆ ବାଇବେଲ)
ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ।