Proverbs 26:12 — Compare Translations

5 translations compared side by side

Odia - 1840
"ଯେଉଁ ମୂର୍ଖ ଲୋକର ବହୁତ ଆଶା ଅଛି, ଅନ୍ୟ ଜଣ ଅପେକ୍ଷା ୟିଏ ଭାବେ ସେ ଜ୍ଞାନୀ, ସେତବେେଳେ ସେ ଜ୍ଞାନୀ ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ମୂର୍ଖ ଲୋକର ବହୁତ ଆଶା ଅଛି, ଅନ୍ୟ ଜଣ ଅପେକ୍ଷା ଯିଏ ଭାବେ ସେ ଜ୍ଞାନୀ, ସେତେବେଳେ ସେ ଜ୍ଞାନୀ ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।