Proverbs 26:14 — Compare Translations

5 translations compared side by side

Odia - 1840
"କବଜା ରେ ଯେପରି କବାଟ ଝୁଲେ, ଠିକ୍ ସହେିପରି ଅଳସୁଆ ଆପଣା ଶୟ୍ଯା ରେ ଥାଇ ଝୁଲୁଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି କବ୍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ ।
Odia Bible ERV 2004 (ପବିତ୍ର ବାଇବଲ)
କବଜାରେ ଯେପରି କବାଟ ଝୁଲେ, ଠିକ୍ ସେହିପରି ଅଳସୁଆ ଆପଣା ଶଯ୍ୟାରେ ଥାଇ ଝୁଲୁଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି କବ୍‍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ।
Odia IRV 2017 (ଓଡିଆ ବାଇବେଲ)
ଯେପରି କବ୍‍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ।