Proverbs 26:15 — Compare Translations
5 translations compared side by side
Odia - 1840
"ଅଳସୁଆ ଥାଳି ରେ ହାତ ବୁଡ଼ାଇ ଆଉଥରେ ତାହା ମୁଖକୁ ନବୋକୁ ଥକିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଅଳସୁଆ ଥାଳିରେ ହାତ ବୁଡ଼ାଇ ଆଉଥରେ ତାହା ମୁଖକୁ ନେବାକୁ ଥକିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ।
Odia IRV 2017 (ଓଡିଆ ବାଇବେଲ)
ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ।