Proverbs 26:17 — Compare Translations

5 translations compared side by side

Odia - 1840
"ଜଣେ ପଥିକ ୟିଏ ୟୁକ୍ତିତର୍କ ରେ ଜଡ଼ିତ ହୁଏ, ଯାହା ତା'ର ସମ୍ପର୍କ ରେ ନ ଥାଏ। ସେ କୁକୁରର କାନ ଧରିବା ଲୋକତୁଲ୍ଯ ଅଟୋ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ଵିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ପଥିକ ଯିଏ ଯୁକ୍ତିତର୍କରେ ଜଡ଼ିତ ହୁଏ, ଯାହା ତା’ର ସମ୍ପର୍କରେ ନ ଥାଏ। ସେ କୁକୁରର କାନ ଧରିବା ଲୋକତୁଲ୍ୟ ଅଟୋ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ।