Proverbs 26:18 — Compare Translations

5 translations compared side by side

Odia - 1840
"ଆପଣା ପ୍ରତିବେଶୀକି ଯେଉଁଲୋକ ଭୁଲାଇ କ ହେ, ମୁଁ କୌତୁକ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଗ୍ନିବାଣ, ତୀର ଓ ମୃତ୍ୟୁ ନିକ୍ଷେପକାରୀ ବାତୁଳ ଯେପରି;
Odia Bible ERV 2004 (ପବିତ୍ର ବାଇବଲ)
ଆପଣା ପ୍ରତିବାସୀକି ଯେଉଁ ଲୋକ ଭୁଲାଇ କହେ, “ମୁଁ କୌତୁକ କରୁଛି।” ସେ ଅଗ୍ନିବାଣ, ତୀର ଓ ମୃତ୍ୟୁ ନିକ୍ଷେପକାରୀ ବାତୁଳ ପରି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;
Odia IRV 2017 (ଓଡିଆ ବାଇବେଲ)
ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;