Proverbs 26:19 — Compare Translations
4 translations compared side by side
Odia - 1840
"ସେ ଅଗ୍ନିବାଣ, ତୀର ଓ ମୃତ୍ଯୁ ନିକ୍ଷପକୋରୀ ବାତୁଳ ପରି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ପ୍ରତିବାସୀକି ଯେଉଁ ଲୋକ ଭୁଲାଇ କହେ, ମୁଁ କʼଣ କୌତୁକ କରୁ ନାହିଁ? ସେ ସେପରି ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ପ୍ରତିବାସୀକୁ ଯେଉଁ ଲୋକ ଭୁଲାଇ କହେ, “ମୁଁ କʼଣ କୌତୁକ କରୁ ନାହିଁ?” ସେ ସେପରି।
Odia IRV 2017 (ଓଡିଆ ବାଇବେଲ)
ଆପଣା ପ୍ରତିବାସୀକୁ ଯେଉଁ ଲୋକ ଭୁଲାଇ କହେ, ମୁଁ କ’ଣ କୌତୁକ କରୁ ନାହିଁ? ସେ ସେପରି।