Proverbs 26:2 — Compare Translations
5 translations compared side by side
Odia - 1840
"ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ଡ଼ାଳ ଚଟିଆ ଡ଼ଉଡ଼ୁଥିବା ବେଳେ ସପରେି ଆକାରଣ ରେ ଦତ୍ତ ଶାପ ନିକଟକୁ ଆ ସେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଶାପ ନିକଟକୁ ଆସେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ଡାଳ ଚଟିଆ ଉଡ଼ୁଥିବା ବେଳେ ସେହିପରି ଅକାରଣରେ ଦତ୍ତ ଶାପ ନିକଟକୁ ଆସେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଅଭିଶାପ ନିକଟକୁ ଆସେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଅଭିଶାପ ନିକଟକୁ ଆସେ ନାହିଁ।