Proverbs 26:20 — Compare Translations

5 translations compared side by side

Odia - 1840
"କାଠ ବିନା ଯେପରି ନିଆଁ ଲିଭିୟାଏ ଏବଂ କଳହକାରୀ ବିନା ବାଜେ କଥା ସ୍ଥଗିତ ହାଇୟୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାଷ୍ଠ ଶେଷ ହେଲେ ଅଗ୍ନି ନିଭି ଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
କାଠ ବିନା ଯେପରି ନିଆଁ ଲିଭିଯାଏ ଏବଂ କଳହକାରୀ ବିନା ବାଜେ କଥା ସ୍ଥଗିତ ହୋଇଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାଷ୍ଠ ଶେଷ ହେଲେ ଅଗ୍ନି ଲିଭିଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
କାଷ୍ଠ ଶେଷ ହେଲେ ଅଗ୍ନି ନିଭି ଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ।