Proverbs 26:21 — Compare Translations

5 translations compared side by side

Odia - 1840
"ଯେପରି ଭାବରେ ଜ୍ବଳନ୍ତା ଅଙ୍ଗାରକୁ ଅଙ୍ଗାର ଆଲୋକ ଦିଏ ଅଗ୍ନିକୁ କାଠ ଠିକ୍ ସହେିପରି ବିବାଦ ବଢ଼ାଇବାକୁ କଳିହୁଡା ଲୋକ ଆରମ୍ଭ କରିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଜ୍ଵଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକି କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ଭାବରେ ଜ୍ୱଳନ୍ତା ଅଙ୍ଗାରକୁ ଅଙ୍ଗାର ଆଲୋକ ଦିଏ ଅଗ୍ନିକୁ କାଠ ଠିକ୍ ସେହିପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ ଆରମ୍ଭ କରିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଜ୍ୱଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକୁ କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଜ୍ୱଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକୁ କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ।